ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା

ରାଜ୍ୟର ଶିଶୁ ବାଟିକାରେ ନିୟୋଜିତ ହେବେ ଶିଶୁ ସେବିକା। ଏ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନୀତିଗତ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ଶିଶୁ ସେବିକାମାନେ ଶିଶୁବାଟିକାର ଛୋଟ ପିଲାମାନଙ୍କୁ ସହାୟତା ଯୋଗାଇଦେବା ସହିତ ଶିକ୍ଷକମାନଙ୍କ ଉପରେ ରହୁଥିବା ଅଣଶିକ୍ଷା କାର୍ଯ୍ୟର ବୋଝ ହାଲ୍‍କା କରିବାରେ ସହାୟକ ହେବେ ।

ତେଣୁ ଶିକ୍ଷକମାନେ କେବଳ ଶିକ୍ଷା ଉପରେ ଦୃଷ୍ଟି କେନ୍ଦ୍ରୀତ କରିପାରିବେ । ଏହାଦ୍ୱାରା ପ୍ରାକ୍‍-ପ୍ରାଥମିକ ଶ୍ରେଣୀରେ ପିଲାଙ୍କ ଗୁଣାତ୍ମକ ଶିକ୍ଷାର ବିକାଶ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।

Child sebika will be employed in the state s sishu batika
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+