ଶିଶୁ ବାଟିକା ପିଲାମାନଙ୍କୁ ଉପହାର ମିଳିବ, ବିଦ୍ୟାଳୟ ଏବଂ ଗଣଶିକ୍ଷା ବିଭାଗକୁ ଆସିଲା ଚିଠି

ସ୍କୁଲରେ ନାମ ଲେଖାଇଥିବା ଶିଶୁବାଟିକା ପିଲାଙ୍କୁ ମିଳିବ ୟୁନିଫର୍ମ । ପ୍ରଥମ ଶ୍ରେଣୀ ପିଲାଙ୍କ ଭଳି ଶିଶୁବାଟିକା ପିଲାଙ୍କୁ ମଧ୍ୟ ଦିଆଯିବ ଜୋତା, ଟି-ସାର୍ଟ, ଟ୍ରାକ୍ ପ୍ୟାଣ୍ଟ, କ୍ୟାପ୍ ଏବଂ ପରିଚୟପତ୍ର । ୩ ଲକ୍ଷ ୧୦ ହଜାର ୮୩୯ ଶିଶୁ ବାଟିକା ଛାତ୍ରଛାତ୍ରୀଙ୍କୁ ମାଗଣା ସ୍କୁଲ ପୋଷାକ, ଜୋତା ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ ସାମଗ୍ରୀ ମିଳିବ । ଏସବୁ ବଣ୍ଟନ ପାଇଁ ପ୍ରତି ଛାତ୍ର ପାଇଁ ୧ ହଜାର ଟଙ୍କା ପାଣ୍ଠି ଆବଶ୍ୟକ । ଏଥିପାଇଁ ପାଣ୍ଠି ଅନୁମୋଦନ ଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖିଛି ଓସେପା ।

Sishu Batika

ଚଳିତ ଶିକ୍ଷାବର୍ଷରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସରକାରୀ ବିଦ୍ୟାଳୟର ୪୧ ଲକ୍ଷ ୩୧ ହଜାର ୨୪ ଜଣ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ସ୍କୁଲ ୟୁନିଫର୍ମ ପାଇଁ ମୁଣ୍ଡ ପିଛା ୬୦୦ ଟଙ୍କା କରାଯାଇଛି । କିନ୍ତୁ ଶିଶୁବାଟିକା ପାଇଁ ସ୍ବତନ୍ତ୍ର ପାଣ୍ଠି ନାହିଁ । ଏଥିପାଇଁ ପାଣ୍ଠି ଅନୁମୋଦନ ଦେବାକୁ ଓସେପା ପକ୍ଷରୁ ଚିଠି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+