ପିଏମ୍‌ ପୋଷଣ ସ୍କିମ୍‌ରେ ପିଲା ଅଣ୍ଡା ନ ଖାଇଲେ ଏଣିକି ମିଳିବ ଫଳ

ନିରାମିଷ ପିଲାଙ୍କ ପାଇଁ ଖୁସି ଖବର । ଶିଶୁ ବାଟିକାରୁ ଦଶମ ଯାଏଁ ଛାତ୍ରଛାତ୍ରୀଙ୍କୁ ବିଦ୍ୟାଳୟରେ ମିଳିବ ଫଳ । ଅଣ୍ଡା,ବଦଳରେ ଅଣ୍ଡା ମୂଲ୍ୟର ଫଳ ଦିଆଯିବ ।

PM Poshan Scheme

ରାଜ୍ୟ ଶିକ୍ଷା ବିଭାଗର ନିଷତ୍ତି, ଯେଉଁ ସ୍କୁଲ ପିଲା ଆମିଷ ଖାଉନଥିବେ ସେମାନଙ୍କୁ ମିଳିବ ଫଳ । ଶିଶୁ ବାଟିକାରୁ ଦଶମ ଶ୍ରେଣୀ ଯାଏଁ ପିଲାଙ୍କୁ ମିଡ୍ ଡେ ମିଲରେ ଅଣ୍ଡା ବଦଳରେ ସେମାନଙ୍କୁ ଅଣ୍ଡା ମୂଲ୍ୟର ଫଳ ଦିଆଯିବ । ସପ୍ତାହକୁ ୩ ଥର ସୋମବାର,ବୁଧବାର,ଶୁକ୍ରବାର ଏହି ୩ ଦିନ ପିଲାଙ୍କୁ ଫଳ ଦିଆଯିବ ।

ରାଜ୍ୟରେ କୁପୋଷଣ ଦୂରେଇବା ସହ ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରିବାକୁ ଆରମ୍ଭ ହୋଇଥିବା ମଧ୍ୟାହ୍ନ ଭୋଜନରେ ରହିଛି ବିଭିନ୍ନ ଖାଦ୍ୟ ସାରଣୀ। ଏହା ମଧ୍ୟରେ ଅଣ୍ଡା ଦିଆଯିବାର ମଧ୍ୟ ବ୍ୟବସ୍ଥା ରହିଛି । କିନ୍ତୁ କିଛି ପିଲା ଆମିଷ ଖାଉନଥିବାରୁ ସେମାନଙ୍କ ପାଇଁ ନୂଆ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଣିକି ଯେଉଁ ଛାତ୍ରଛାତ୍ରୀ ଆମିଷ ଖାଉନଥିବେ ସେମାନଙ୍କୁ ଅଣ୍ଡା ବଦଳରେ ଫଳ ଦେବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+