ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE

ଯୁକ୍ତ ୨ ପରୀକ୍ଷା ଫର୍ମଫିଲପ୍‌ ନେଇ ତାରିଖ ଘୋଷଣା କଲା CHSE । ରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୨୦ରୁ ନଭେମ୍ବର ୬ ଭିତରେ ଭରିବେ । ଏକ୍ସରେଗୁଲାର ପରୀକ୍ଷାର୍ଥୀ ଆସନ୍ତା ୧୩ରୁ ୨୫ ଭିତରେ ଫର୍ମ ଭରିବେ । ୨୦୦ ଟଙ୍କା ଫାଇନ୍‌ରେ ନଭେମ୍ବର ୧୦ରୁ ୧୪ ମଧ୍ୟରେ ଫର୍ମ ଫିଲଅପ୍‌। ୬ ଶହ ଟଙ୍କା ଫାଇନ୍‌ରେ ନଭେମ୍ବର ୧୭ରୁ ୧୯ ମଧ୍ୟରେ ଭରିପାରିବେ ।

Plus 2 exam form fill-up
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+