ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ CHSEର ସୂଚନା
ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ଫର୍ମପୂରଣ ଅବଧି ବୃଦ୍ଧି ନେଇ CHSEର ସୂଚନା। ବିନା ଜରିମାନାରେ ଫର୍ମପୂରଣ ଅବଧି ଆସନ୍ତା ୧୧ ପର୍ଯ୍ୟନ୍ତ ବୃଦ୍ଧି। ୨ ଶହ ଟଙ୍କା ଜରିମାନାରେ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ବଢ଼ିଲା। ୬ ଶହ ଟଙ୍କା ଜରିମାନାରେ ଫର୍ମପୂରଣ ଅବଧି ନଭେମ୍ବର ୧୯ରୁ ୨୧କୁ ବୃଦ୍ଧି ।













Click it and Unblock the Notifications