ପ୍ରକାଶ ପାଇଲା ଯୁକ୍ତ ୨ ରେଜଲ୍ଟ, ଝିଅଙ୍କ ପାସ୍ ହାର ୮୫.୬୭ ପ୍ରତିଶତ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ୨ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ । CHSE କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଲା +2 ପରୀକ୍ଷା ଫଳ । ରେଜଲ୍ଟ ଘୋଷଣା କଲେ ଗଣ ଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ତି । ଯୁକ୍ତ ଦୁଇ ବିଜ୍ଞାନରେ ପାସ୍ ହାର ୮୪.୯୩ ପ୍ରତିଶତ । ସେହିପରି ଯୁକ୍ତ ଦୁଇ ବାଣିଜ୍ୟରେ ପାସ୍ ହାର ୮୧.୧୨ ପ୍ରତିଶତ ରହିଛି ।

ଛାତ୍ରଛାତ୍ରୀ ମାନେ orissaresults.nic.in ଏବଂ chseodisha.nic.in ୱେବସାଇଟ୍ ଜରିଆରେ ନିଜର ଫଳାଫଲଳ ଜାଣିପାରିବେ ।
ସୂଚନାଥାଉ ଯେ, ଚଳିତ ବର୍ଷ ବିଜ୍ଞାନରେ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀଙ୍କ ସଂଖ୍ୟା ୯୩,୭୩୪ । ସେଥିମଧ୍ୟରୁ ୭୮, ୯୩୮ ଜଣ ପାସ୍ କରିଛନ୍ତି । ଯାହା ମଧ୍ୟରୁ ପ୍ରଥମ ଶ୍ରେଣୀରେ ୩୯,୫୭୩ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଥିବା ବେଳେ ଦ୍ୱିତୀୟ ଶ୍ରେଣୀରେ ୨୪,୨୫୭ ଓ ତୃତୀୟ ଶ୍ରେଣୀରେ ୧୪,୮୫୨ ଜଣ ପାସ କରିଛନ୍ତି । ତେବେ ବାଣିଜ୍ୟରେ ମୋଟ୍ ୨୪,୦୮୨ ପରୀକ୍ଷାର୍ଥୀ ପରୀକ୍ଷା ଦେଥିଲେ ଯାହା ମଧ୍ୟରେ ୧୯,୫୩୬ ଜଣ ପାସ୍ କରିଛନ୍ତି ।
ଚଳିତବର୍ଷ ମୋଟ 3 ଲକ୍ଷ 57 ହଜାର 942 ଛାତ୍ରଛାତ୍ରୀ ବିଜ୍ଞାନ, କଳା ଓ ବାଣିଜ୍ୟ ବିଭାଗରେ ପରୀକ୍ଷା ଦେଇଛନ୍ତି । ଏଥିରେ 1 ଲକ୍ଷ 73 ହଜାର 534 ଜଣ ଛାତ୍ର ଥିବା ବେଳେ, ଛାତ୍ରୀଙ୍କ ସଂଖ୍ୟା ରହିଛି 1 ଲକ୍ଷ 84 ହଜାର 408 । କଳାରେ 2 ଲକ୍ଷ 29 ହଜାର 110 ଛାତ୍ରଛାତ୍ରୀ, ବିଜ୍ଞାନରେ 91 ହଜାର 378 ଏବଂ ବାଣିଜ୍ୟରେ 23 ହଜାର 148 ଜଣ ପିଲା ପରୀକ୍ଷା ଦେଇଛନ୍ତି । ଏଥି ପାଇଁ ରାଜ୍ୟରେ ମୋଟ୍ 1145 ଟି ପରୀକ୍ଷା କେନ୍ଦ୍ର ଏବଂ 202 ଟି ହବ୍ କରାଯାଇଥିଲା ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications