Get Updates
Get notified of breaking news, exclusive insights, and must-see stories!

୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ଧନ୍ଦାମୂଳକ ପରୀକ୍ଷାଫଳ

Odisha CHSE Class 12 Arts Result 2022 :୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ଓ ଧନ୍ଦାମୂଳକ ପରୀକ୍ଷାଫଳ । ସୋମବାର ଅପରାହ୍ନ ୪ଟାରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପ୍ରକାଶ ପାଇବ ରେଜଲ୍ଟ ବୋଲି ସିଏଚଏସଇ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷାର୍ଥୀ ମାନେ ନିଜର ରେଜଲ୍ଟ www.odisharesults.nic.in ,chseodisha.nic.in ୱେବସାଇଟ୍ ଭିଜିଟ କରି ଦେଖିପାରିବେ । ସୋମବାର ଅପରାହ୍ନ ୪ଟାରେ ଏହି ଦୁଇ ୱେବସାଇଟରେ ପରୀକ୍ଷା ଫଳ ଦେଖିପାରିବେ ଛାତ୍ରଛାତ୍ରୀ । ଚଳିତ ବର୍ଷ ରାଜ୍ୟରେ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ ପରୀକ୍ଷାର୍ଥୀ ଏବଂ ଧନ୍ଦାମୂଳକ ଶିକ୍ଷାରେ ୫ହଜାର ୮୬୩ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଚଳିତବର୍ଷ ମୂଲ୍ୟାୟନ ପାଇଁ ଦୁଇ ପ୍ରକାରର ମୂଲ୍ୟାୟନ ପଦ୍ଧତି ଗ୍ରହଣ କରାଯାଇଛି ।

STUDENT

ପୂର୍ବରୁ ବିଜ୍ଞାନ ଓ ବାଣିଜ୍ୟ ବିଭାଗର ପରୀକ୍ଷା ଫଳ ବାହାରିସାରିଛି । ଆସନ୍ତା ୮ ତାରିଖରେ କଳା ଓ ଧନ୍ଦାମୂଳକ ଫଳ ପ୍ରକାଶ ପାଇବ । ଏହି ପରୀକ୍ଷା ପାଇଁ ୧,୧୩୩ଟି ପରୀକ୍ଷା କେନ୍ଦ୍ର ଏବଂ ୨୦୨ଟି ପରୀକ୍ଷା ପରିଚାଳନା ହବ୍ କରାଯାଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+