ଆଜିଠୁ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା । ରାଜ୍ୟରେ ମୋଟ ୯୮ ପରୀକ୍ଷା କେନ୍ଦ୍ର ବ୍ୟବସ୍ଥା । ୩୨୩୨ ଛାତ୍ରଛାତ୍ରୀ ଦେବେ ସପ୍ଲିମେଣ୍ଟାରୀ ପରୀକ୍ଷା । ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ ପରୀକ୍ଷା । nbsp;