ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଆଜି ଏକ ଜଘନ୍ୟ ଓ ବର୍ବର କାଣ୍ଡ ଘଟାଇ ଉଗ୍ରପନ୍ଥୀ ମାନେ କାଶ୍ମୀରର ପହେଲଗାମ ଠାରେ ନିରୀହ ପର୍ଯ୍ୟଟକମାନଙ୍କୁ ହତ୍ୟା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାର ଦୃଢ ନିନ୍ଦା କରିବା ସହିତ ମୃତ ପର୍ଯ୍ୟଟକ ମାନଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

mohan majhi

ଏହି ଘଟଣାରେ ଜଣେ ଓଡିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଥିବାର ମଧ୍ୟ ସୂଚନା ମିଳିଛି । ସଂପୃକ୍ତ ଓଡିଆ ପର୍ଯ୍ୟଟକଙ୍କ ମର ଶରୀର କିପରି ତାଙ୍କର ବାସସ୍ଥାନରେ ସୁରୁଖୁରୁରେ ପହଞ୍ଚିବ, ସେ ସଂପର୍କରେ ପଦକ୍ଷେପ ନେବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ଅବସ୍ଥାପିତ ପ୍ରମୁଖ ଆବାସିକ ଆୟୁକ୍ତଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+