Get Updates
Get notified of breaking news, exclusive insights, and must-see stories!

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ଟଙ୍କ ତୋରାଣି ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ବଡ଼ଦାଣ୍ଡରେ ଶ୍ରଦ୍ଧାଳୁମାନଙ୍କୁ ଟଙ୍କ ତୋରାଣି ବିତରଣ କରୁଛନ୍ତି। ବଡ଼ଦାଣ୍ଡ ପାର୍ଶ୍ବରେ ଖୋଲାଯାଇଥିବା ଏକ ଷ୍ଟଲରେ ମୁଖ୍ୟମନ୍ତ୍ରୀ ଟଙ୍କା ତୋରାଣି ବାଣ୍ଟୁଥିବା ବେଳେ ଶ୍ରଦ୍ଧାଳୁମାନେ ହର୍ଷୋଲ୍ଲାସର ସହିତ ଏହାକୁ ଗ୍ରହଣ କରିବା ସହିତ ଶ୍ରଦ୍ଧାର ଶୋଷ ମେଣ୍ଟାଉଛନ୍ତି।

cm mohan majhi

ବଡ଼ଦାଣ୍ଡରେ ମୁଖ୍ୟମନ୍ତ୍ରୀ ଟଙ୍କା ତୋରାଣି ବାଣ୍ଟିବା ନିଆରା ଭଳି ଲାଗୁଛି। ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରସ୍ତୁତ ହୋଇଥିବା ଟଙ୍କା ତୋରାଣି ପିଇ ଶ୍ରଦ୍ଧାଳୁମାନେ ନିଜକୁ ଧନ୍ୟ ମନେ କରୁଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+