ବିଳାସପୁର ଟ୍ରେନ୍ ଦୁର୍ଘଟଣା ନେଇ ଦୁଃଖପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ବିଳାସପୁର ଟ୍ରେନ ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ପରେ ଦୁଃଖପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହିତ ଆହତମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଅନ୍ୟପଟେ ରେଲଓ୍ବେ ପକ୍ଷରୁ ସହାୟତା ରାଶି ଘୋଷଣା କରାଯାଇଛି। ଦୁର୍ଘଟଣାରେ ମୃତକଙ୍କ ପରିଜନଙ୍କୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରାଯିବ। ସେଭଳି ଆହତଙ୍କୁ ୧ ଲକ୍ଷ ଟଙ୍କା ଦିଆଯିବ ବୋଲି କୁହାଯାଇଛି।












Click it and Unblock the Notifications