ଆସନ୍ତା ୧୭,୨୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ଆଗାମୀ ଫେବୃଆରୀ ୧୭ ଏବଂ ୨୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ (ବଜେଟ ଅଧିବେଶନ) ବଳବତ୍ତର ଥିବା ହେତୁ ଏହି ସୋମବାର ଗୁଡ଼ିକରେ ଭୁବନେଶ୍ଵର,ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

CM Grievance Cell To Remain Closed On Feb 17 24

ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ସମ୍ବାଦପତ୍ର ଓ ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ ବୋଲି ଏ ସଂପର୍କରେ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+