ଚାଷୀଙ୍କ ଖାତାକୁ ଗଲା ସିଏମ୍ କିଷାନ ୩ୟ କିସ୍ତି ଟଙ୍କା, ଡିବିଟି ଜରିଆରେ ଟଙ୍କା ପଠାଇଲେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟ ସରକାରଙ୍କ ସିଏମ୍-କିଷାନ ଯୋଜନାର ତୃତୀୟ କିସ୍ତି ପ୍ରଦାନ କରିଛନ୍ତି। ଓୟୁଏଟି ସ୍ଥିତ କୃଷିଶିକ୍ଷା ସଦନଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଏମ୍ କିଷାନର ତୃତୀୟ କିସ୍ତି ପ୍ରଦାନ କରିଛନ୍ତି । ୨୮ ତାରିଖରେ 'ନୂଆଁଖାଇ' ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯାଇଛି। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହୋଇଛନ୍ତି। ମୋଟ ୧ ହଜାର ୪୧ କୋଟି ଟଙ୍କାର ସହାୟତା ରାଶି ଦିଆଯାଇଛି। ଏହି ଯୋଜନାରେ ରାଜ୍ୟ ସରକାର ଦୁଇଟି କିସ୍ତିରେ ୪ହଜାର ଟଙ୍କା ପ୍ରଦାନ କରିଥାନ୍ତି।

୨୮ ତାରିଖରେ 'ନୂଆଁଖାଇ' ପଡ଼ୁଥିବାରୁ ତାର ପୂର୍ବ ଦିନ ଏହା ପ୍ରଦାନ କରାଯାଇଛି। ପ୍ରତି ଚାଷୀଙ୍କ ବ୍ୟାଙ୍କଖାତାକୁ ସିଧାସଳଖ ୨ ହଜାର ଟଙ୍କା ଲେଖାଏଁ ପଠାଯାଇଛି। ଏହାଦ୍ବାରା ଓଡ଼ିଶାର ୫୨ ଲକ୍ଷ କ୍ଷୁଦ୍ର ଓ ନାମ ମାତ୍ର ଚାଷୀ ଉପକୃତ ହୋଇଛନ୍ତି। ମୋଟ ୧ ହଜାର ୪୧ କୋଟି ଟଙ୍କାର ସହାୟତା ରାଶି ଦିଆଯାଇଛି।
୨୦୨୫-୨୬ ରବି ଋତୁରେ ପ୍ରାରମ୍ଭିକ କୃଷି କାର୍ଯ୍ୟ ପାଇଁ ଏହା ବିଶେଷ ସହାୟକ ହେବ ବୋଲି କୁହାଯାଇଛି।












Click it and Unblock the Notifications