ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ : ପଞ୍ଜୀକରଣ କରିଥିବା ହଜାରେ ଲୋକଙ୍କ ସମସ୍ୟା ଶୁଣିବେ

ଭୁବନେଶ୍ବରରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ପ୍ରକୋଷ୍ଠରେ ହେଉଛି ଅଭିଯୋଗ ଶୁଣାଣି । ୟୁନିଟ ୨ ସ୍ଥିତ କ୍ୟାପିଟାଲ ନର୍ସରୀ ନିକଟରେ ଚଳିତ ଥରର ଅଭିଯୋଗ ଶୁଣାଣ ଆୟୋଜିତ ହୋଇଛି। ଆଜିର ଶୁଣାଣି ପାଇଁ ୧୦୦୦ ଲୋକ ଅନଲାଇନରେ ପଞ୍ଜିକରଣ କରିଛନ୍ତି ।

ବର୍ଷାକୁ ଦୃଷ୍ଟିରେ ରଖି ଅଭିଯୋଗ ଶୁଣାଣି ପ୍ରକୋଷ୍ଠରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଳିଙ୍ଗ, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ସହ ଅଭିଯୋଗ ଶୁଣୁଛନ୍ତି। ପ୍ରଥମେ ଦିବ୍ୟାଙ୍ଗଙ୍କ ସହ ଆଲୋଚନା କରିଥିଲେ ମୁଖ୍ୟମନ୍ତ୍ରୀ ।

cm listening to the grievances of the people

ସୂଚନା ଅନୁଯାୟୀ ରାଜଧାନୀର ୟୁନିଟ-୨, ଅଶୋକ ନଗର ସ୍ଥିତ ପୂର୍ବ ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ l ଅଭିଯୋଗ ଶୁଣାଣି ସ୍ଥଳରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ଶୃଙ୍ଖଳିତ ବ୍ୟବସ୍ଥା କରାଯାଇଛି l ଅନଲାଇନ ଯୋଗେ ପଞ୍ଜୀକରଣ କରିଥିବା ୧୦୦୦ ଜଣଙ୍କ ଅଭିଯୋଗର ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+