ମନ୍ତ୍ରିମଣ୍ଡଳ ସଂପ୍ରସାରଣ ଚର୍ଚ୍ଚା ଭିତରେ ନଡ୍ଡାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଦିଲ୍ଲୀରେ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଭେଟିଛନ୍ତି । ଏନେଇ ଏକ୍ସରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟଙ୍କ ମଧ୍ୟରେ ବିଭିନ୍ନ ସାଂଗଠନିକ ବିଷୟ ଉପରେ ଆଲୋଚନା ହୋଇଥିବା ସୂଚନା ମିଳିଛି । ଏହାସହିତ ରାଜନୈତିକ ସ୍ଥିତି ଓ ଭବିଷ୍ୟତରେ କାର୍ଯ୍ୟପନ୍ଥା ଉପରେ ବିସ୍ତୁତ ଆଲୋଚନା ହୋଇଛି । ଦଶହରା ଶେଷ ହେବା ପରେ ଏବେ ରାଜ୍ୟରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବା ଚର୍ଚ୍ଚା ଜୋର ଧରିଛି ।

mohan

ତେବେ ଏହି ସାକ୍ଷାତକାରକୁ ନେଇ ମୁଖ୍ୟମନ୍ତ୍ରୀ ଏକ୍ସରେ ପୋଷ୍ଟ କରି କହିଛନ୍ତି ଜେ.ପି ନଡ୍ଡାଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ କରିବାରୁ ସୁଯୋଗ ପ୍ରାପ୍ତ ହେଲା । ଏହି ସମୟରେ ବିଭିନ୍ନ ସାଙ୍ଗଠନିକ ବିଷୟ, ରାଜନୈତିକ ପରିସ୍ଥିତି ଓ ଭବିଷ୍ୟତର କାର୍ଯ୍ୟପନ୍ଥା ସମ୍ପର୍କରେ ବିସ୍ତୁତ ଆଲୋଚନା ହୋଇଥିଲା । ଜେ.ପି ନଡ୍ଡାଙ୍କ ଦୃଷ୍ଟିଭଙ୍ଗୀ ଓ ପରାମର୍ଶ ଆମକୁ ଆଗାମି ଦିନରେ ଅଧିକ ସକ୍ରିୟ ଭାବରେ କାର୍ଯ୍ୟ କରିବା ପାଇଁ ପ୍ରେରିତ କରିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+