OAS ଅଫିସରଙ୍କ ସମୂହ ଛୁଟି ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ଲୋକସେବା ଭବନରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା
OAS ଅଫିସରଙ୍କ ସମୂହ ଛୁଟି ପ୍ରସଙ୍ଗ ନେଇ ବୈଠକ। ମନ୍ତ୍ରୀମାନଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନରେ ବିଭିନ୍ନ ମନ୍ତ୍ରୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟମନ୍ତ୍ରୀ ।

ବୈଠକରେ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ନିତ୍ୟାନନ୍ଦ ଗଣ୍ଡ, ଗଣେଶ ରାମ ସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୁରଜ ଥିବା ଜଣାପଡିଛି । ସମୂହ ଛୁଟି ନେଲେ ବିଭିନ୍ନ ବିଭାଗରେ ଅସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଥିବା ସୂଚନା ରହିଛି ।
ଖବର ଅନୁସାରେ ସେପଟେ ଓଏଏସ ଅଧିକାରୀଙ୍କୁ ନିସ୍ତୁକ ମାଡ଼ ଘଟଣାକୁ ନିନ୍ଦା କରିଛି ରାଜ୍ୟ ଓଏଏସ ସଂଘ । ବିଭିନ୍ନ ଜିଲ୍ଲାର ଓଏଏସ ସଂଘ ସମୁହ ଛୁଟିରେ ରହିବାକୁ ନିଷ୍ପତ୍ତି ନେଇଛନ୍ତି । ଅନିର୍ଦ୍ଦିଷ୍ଟ କାଳ ପାଇଁ ଛୁଟିରେ ଯାଇଛନ୍ତି ୧୨ ଜିଲ୍ଲାର ଓଏଏସ ଏବଂ ଓଆରଏସ ଅଧିକାରୀ ।












Click it and Unblock the Notifications