ଆଜି ୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ
Odisha News: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ ଦିନିଆ ଦିଲ୍ଲୀ ଓ ରାଜସ୍ଥାନ ଗସ୍ତରେ ଯିବେ । ପ୍ରଥମେ ରାଜସ୍ଥାନ ଗସ୍ତର କରିବେ ଯେଉଁଠି ୨୧ ତାରିଖ ପର୍ଯ୍ୟନ୍ତ ରହିବେ, ଯେଉଁଠି ପ୍ରାକ୍ ବଜେଟ୍ ପ୍ରସ୍ତୁତି ଆଲୋଚନା ଭାଗ ନେବେ । ସେହିପରି ୨୧,୨୨ ଏବଂ ୨୩ ତାରିଖ ଦିଲ୍ଲୀରେ ରହିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଆୟୋଜିତ ୫୫ ତମ ଜିଏସଟି ବୈଠକରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ ।

ସେହିପରି କିଛି କେନ୍ଦ୍ରମନ୍ତ୍ରୀ ଏବଂ ଦଳର ଶୀର୍ଷ ନେତୃତ୍ୱଙ୍କୁ ମଧ୍ୟ ଭେଟିପାରନ୍ତି । ପରେ ୨୩ ତାରିଖ ଦିନ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଭୁବନେଶ୍ୱର ଫେରିବା ନେଇ ସୂଚନା ରହିଛି ।












Click it and Unblock the Notifications