ବିଭିନ୍ନ ନିଗମରେ ନିଯୁକ୍ତି ପାଇଥିବା ଅଧ୍ୟକ୍ଷମାନଙ୍କୁ ଦାୟିତ୍ଵରୁ ଅବ୍ୟାହତି ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ବିଭିନ୍ନ ନିଗମ ଅଧ୍ୟକ୍ଷଙ୍କୁ ଦାୟିତ୍ୱରୁ ଅବ୍ୟାହତି ଦେଲେ ରାଜ୍ୟ ସରକାର । ପୂର୍ବ ସରକାରଙ୍କ ସମୟରେ ନିଯୁକ୍ତ ଅଧ୍ୟକ୍ଷଙ୍କୁ ଅବ୍ୟାହତି ଦେଲେ ରାଜ୍ୟର ନୂତନ ସରକାର ।

ନିଗମଗୁଡ଼ିକର ପରିଚାଳନାରେ ଗୁଣାତ୍ମକ ଉନ୍ନତି ହେଉ ନଥିବାରୁ ଏପରି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ସୂଚନାଯୋଗ୍ୟ, ଗତକାଲି ଅର୍ଥାତ୍ ଶୁକ୍ରବାର ମଧ୍ୟ ବିଭିନ୍ନ ବିଭାଗର ଉପଦେଷ୍ଟାଙ୍କୁ ସରକାର ଦାୟିତ୍ୱମୁକ୍ତ କରିଥିଲେ ।












Click it and Unblock the Notifications