୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; ବ୍ୟବସାୟ ପାଇଁ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା

୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଗସ୍ତ ପୂର୍ବରୁ ବିମାନବନ୍ଦର ପରିସରରେ ମୋହନ ମାଝୀଙ୍କ ପ୍ରତିକ୍ରିୟା।- 'ସିଙ୍ଗାପୁରର ବିଭିନ୍ନ ଶିଳ୍ପପତିଙ୍କୁ ଓଡ଼ିଶା ପ୍ରତି ଆକୃଷ୍ଟ କରାଯିବ। 'ନିବେଶ ପାଇଁ ଓଡ଼ିଶା ସମ୍ପର୍ଣ୍ଣ ପ୍ରସ୍ତୁତ, ନିବେଶକଙ୍କୁ ଭରପୂର ସୁଯୋଗ ମିଳିବ । ବ୍ୟବସାୟ ପାଇଁ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ହେବ ଓଡ଼ିଶା- ମୁଖ୍ୟମନ୍ତ୍ରୀ।- 'ଓଡ଼ିଶାର ପ୍ରାକୃତିକ ଓ ମାନବ ସମ୍ବଳ ଆଦି ବିଷୟରେ ଆଲୋଚନା ହେବ । - 'ବରିଷ୍ଠ ଶିଳ୍ପପତିଙ୍କୁ ପୁଞ୍ଜି ନିବେଶ ଓ ନିଯୁକ୍ତି ସୃଷ୍ଟି ପାଇଁ ନିମନ୍ତ୍ରଣ କରିବୁ' ।

cm mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+