ମନ୍ତ୍ରୀଙ୍କୁ ବିଭାଗ ହେଲା ବଣ୍ଟନ, ଜାଣନ୍ତୁ କାହାକୁ ମିଳିଲା କେଉଁ ବିଭାଗ

ଗତ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ମୋହନ ମାଝୀ ଓ ୨ ଜଣ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ଓ ପ୍ରଭାତୀ ପରିଡ଼ାଙ୍କ ସହ ୧୩ ଜଣ ମନ୍ତ୍ରୀ ଶପଥ ନେଇଥିଲେ । ୧୨ ତାରିଖରେ ମନ୍ତ୍ରୀ ଭାବେ ଶପଥ ନେଇଥିବା ବେଳେ ଆଜି ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ପାଖରେ ଗୃହ ବିଭାଗ ସାଧାରଣ ,ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ ବିଭାଗ । ଏବଂ ଏହା ସହଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ ।

ଉପମୁଖ୍ୟମନ୍ତ୍ରୀ କେ.ଭି. ସିଂହ ଦେଓ- କୃଷି ଓ କୃଷକ ସଶକ୍ତୀକରଣ, ଶକ୍ତି ବିଭାଗ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା- ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି, ପର୍ଯ୍ୟଟନ ବିଭାଗ ।

mohan majhi Cabinet portfolios allocated

କ୍ୟାବିନେଟ୍ ମନ୍ତ୍ରୀ

୧) ସୁରେଶ ପୂଜାରୀ - ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା
୨) ରବି ନାରାୟଣ ନାୟକ - ଗ୍ରାମ ଉନ୍ନୟନ. ପଞ୍ଚାୟତରାଜ ଓ ପାନୀୟଜଳ
୩) ନିତ୍ୟାନନ୍ଦ ଗଣ୍ଡ - ସ୍କୁଲ୍ ଗଣଶିକ୍ଷା, ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ଏବଂ ପଛୁଆବର୍ଗ କଲ୍ୟାଣ, ସାମାଜିକ କଲ୍ୟାଣ ଓ ଶସକ୍ତକରଣ
୪) କୃଷ୍ଣଚନ୍ଦ୍ର ପାତ୍ର - ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ ବୈଷୟିକ
୫) ପୃଥ୍ୱୀରାଜ ହରିଚନ୍ଦନ - ଆଇନ୍‌, ପୁତ୍ତ ଓ ଅବକାରୀ
୬) ଡ. ମୁକେଶ ମହାଲିଙ୍ଗ - ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର, ବୈଦ୍ୟୁତିକ ଓ ସୂଚନା ବୈଷୟିକ
୭) ବିଭୂତି ଭୂଷଣ ଜେନା - ବାଣିଜ୍ୟ ଓ ପରିବହନ, ଇସ୍ପାତ ଓ ଖଣି
୮) ଡ. କୃଷ୍ଣ ଚନ୍ଦ୍ର ମହାପାତ୍ର - ଗୃହ ଓ ନଗର ଉନ୍ନୟନ, ସାଧାରଣ ଅଭିଯୋଗ

ରାଷ୍ଟ୍ରମନ୍ତ୍ରୀ ସ୍ୱାଧୀନ
୧) ଗଣେଶ ରାମ ସିଂ ଖୁଣ୍ଟିଆ - ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଓ ନିଯୁକ୍ତି ରାଜ୍ୟ ବୀମା
୨) ସୂର୍ଯ୍ୟବଂଶୀ ସୂରଜ - ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି
୩) ପ୍ରଦୀପ ବଳସମାନ୍ତ - ସମବାୟ, ହସ୍ତତନ୍ତ୍ର, ବୟନଶିଳ୍ପ ଓ ହସ୍ତଶିଳ୍ପ
୪) ଗୋକୁଳାନନ୍ଦ ମଲ୍ଲିକ - ମତ୍ସ୍ୟ ଓ ପଶୁ ସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ କ୍ଷୁଦ୍ୟ ଓ ମଧ୍ୟମ ଉଦ୍ଦ୍ୟୋଗ
୫) ସମ୍ପଦ ସ୍ୱାଇଁ - ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+