ନବୀନଙ୍କ ଅସୁସ୍ଥତା ନେଇ ଚିନ୍ତାରେ ମୁଖ୍ୟମନ୍ତ୍ରୀ, ଏଳ୍ସରେ ଲେଖିଲେ......

ଚିକିତ୍ସା ପାଇଁ ଜୁନ ୨୨ ତାରିଖରେ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ସେଠାରେ ଚିକିତ୍ସିତ ହେବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା ହେବ । ମୁମ୍ବାଇ ରେ ଚିକିତ୍ସା ନେଇ ନିଜେ ସୋସିଆଲମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ନବୀନ ପଟ୍ଟନାୟକ ।

mohan majhi

ଆଉ ସେପଟେ ନବୀନଙ୍କ ଏକ୍ସରେ ଏହି ପୋଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟକୁ ନେଈ ଏଳ୍ସରେ ଏକ ପୋଷ୍ଟ କରିଛନ୍ତି । ନବୀନଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିବା ସହ ଶୀଘ୍ର ଭଲ ହୋଇ ଫେରି ଆସିବା ପାଇଁ ଏକ୍ସରେ ପୋଷ୍ଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୋହନ ଲେଖିଛନ୍ତି ବିରୋଧୀ ଦଳ ନେତା ନବୀନଙ୍କ ଅସୁସ୍ଥତା ନେଇ ମୁଁ ଚିନ୍ତାରେ ଅଛି। ଚିକିତ୍ସା ପ୍ରକ୍ରିୟା ସୁରୁଖୁରୁରେ ସମ୍ପନ୍ନ ହେଉ ବୋଲି ପୋଷ୍ଟରେ ଲେଖିଛନ୍ତି ମୋହନ। ଉତ୍ତମ ସ୍ୱାସ୍ଥ୍ୟ ଲାଭ କରନ୍ତୁ ନବୀନ ବୋଲି ମଧ୍ୟ କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+