ବଢିଲା ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି, ମୁଖ୍ୟମନ୍ତ୍ରୀ ମୋହନ ମାଝୀ କଲେ ଘୋଷଣା

Odisha News: ବଢିଲା ନିର୍ମାଣ ଶ୍ରମିକଙ୍କ ସହାୟତା ରାଶି । ନିର୍ମାଣ ଶ୍ରମିକମାନେ ପୂର୍ବରୁ ପାଉଥିବା ସହାୟତା ରାଶି ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ଏନେଇ ଆଜି ନିଜେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁସାରେ ନିର୍ମାଣ ଶ୍ରମିକଙ୍କର ଦୁର୍ଘଟଣାରେ ମୃତ୍ୟୁ ହେଲେ ୬ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ କରାଯିବ । ସେହିଭଳି ସ୍ବାଭାବିକ ମୃତ୍ୟୁ ହେଲେ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଟଙ୍କା ମିଳିବ ।

CM Mohan Majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+