ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା
ଦିଲ୍ଲୀରେ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନର୍ଥ ବ୍ଲକ୍ରେ ସ୍ବରାଷ୍ଟ୍ର ମନ୍ତ୍ରାଳୟକୁ ଯାଇ ଭେଟିଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟ ଶାସନ ସଚିବ, ପୋଲିସ ମହାନିର୍ଦ୍ଦେଶକଙ୍କ ସହ ଭେଟିଲେ । ଆଇନଶୃଙ୍ଖଳା ଓ ଅନ୍ୟାନ୍ୟ ପ୍ରସଙ୍ଗରେ ଆଲୋଚନା ସୂଚନା ।













Click it and Unblock the Notifications