ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଟୁଇଟ କରି କହିଛନ୍ତି ଯେ, ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନବେଦୀରୁ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ କରି ରାଜ୍ୟ ତଥା ରାଜ୍ୟବାସୀଙ୍କ ମଙ୍ଗଳ ସହ ବିକଶିତ ଓଡ଼ିଶା ନିର୍ମାଣ ପାଇଁ ଆଶୀର୍ବାଦ ଭିକ୍ଷା କଲି । ମହାପ୍ରଭୁଙ୍କ କୃପାରୁ ସମସ୍ତଙ୍କ ଜୀବନ ସୁଖୀ ଓ ମଙ୍ଗଳମୟ ହେଉ ।













Click it and Unblock the Notifications