ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ, ଓଡିଆ ଅସ୍ମିତା ପାଇଁ 200 କୋଟି

Odisha Budget 2024: ବିଧାନସଭାରେ ରାଜ୍ୟ ବଜେଟ୍ ଉପସ୍ଥାପନ କରୁଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୪ଟି ବର୍ଗକୁ ଯଥା ଗରିବ, ମହିଳା, ଯୁବବର୍ଗ ଓ ଚାଷୀଙ୍କୁ ପ୍ରାଧାନ୍ୟ ଦେଇଛନ୍ତି । ସାମଗ୍ରିକ ବିକାଶ ପ୍ରତି ଆମର ସଂକଳ୍ପ ଯୋଗୁଁ ଓଡ଼ିଶାବାସୀ ଆସ୍ଥା ପ୍ରକଟ କରିଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜ ପାଖରେ ଅର୍ଥ ବିଭାଗ ରଖିଥିବାରୁ ସେ ନିଜେ ବିଧାନସଭାରେ ବଜେଟ୍ ଉପସ୍ଥାପନ କରିଛନ୍ତି।

Odisha Budget

ନୂଆ ସରକାରଙ୍କ ପ୍ରଥମ ବଜେଟ ପରିମାଣ ୨ ଲକ୍ଷ ୬୫ ହଜାର କୋଟି ରହିଛି । ଓଡ଼ିଆ ଅସ୍ମିତା ପାଇଁ 200 କୋଟି ଓଡିଆ ଅସ୍ମିତା ପାଇଁ 200 କୋଟି । ବଜେଟରେ ମୋହନ ମାଝୀଙ୍କ ବଡ ଘୋଷଣା । ମହିଳାଙ୍କ ପାଇଁ ଆରମ୍ଭ ହେବ ସୁଭଦ୍ରା ଯୋଜନା । ରାଜ୍ୟ ବଜେଟରେ ୧୦ ହଜାର କୋଟି ଟଙ୍କା ବ୍ୟୟ ବରାଦ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+