Get Updates
Get notified of breaking news, exclusive insights, and must-see stories!

ଆଜି ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

Odisha News: ଆଜି ସମ୍ବଲପୁରରେ ହେବେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି । ସୁମ୍ବଲପୁର ଦୁର୍ଗାପାଲିସ୍ଥିତ ମହାନଗର ନିଗମ କାର୍ଯ୍ୟାଳୟରେ ଆଜି ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଖୋଲିବ ଏବଂ ଯେଉଁଠି ସିଧାସଳଖ ଲୋକଙ୍କ ଅଭିଯୋଗ ଶୁଣିବେ ମୋହନ ମାଝୀ । ସେହିପରି ଏହି ଶିବିରରେ ୧୧ ମନ୍ତ୍ରୀ ଏବଂ ଏକ ବିଭାଗୀୟ ସଚିବ ମଧ୍ୟ ଉପସ୍ଥିତ ରହିବେ ।

CM Mohan Majhi

ସୂଚନା ଅନୁସାରେ, ଆଜିର ଏହି ଜନ ଅଭିଯୋଗ ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ, ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ପଞ୍ଚାୟତିରାଜମନ୍ତ୍ରୀ ରବି ନାରାୟଣ ନାଏକ, ଗଣେଶରାମ ଖୁଣ୍ଟାଆ ପ୍ରମୁଖ ଉପସ୍ଥିତ ରହିବେ । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମ୍ବଲପୁରେ ପହଞ୍ଚିଥିଲେ ଯାହା ପରେ ସେ ମା'ସମଲେଇଙ୍କ ଦର୍ଶନ କରିଥିଲେ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+