ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ରାଜଧାନୀର ମୈତ୍ରୀବିହାରରେ ଆଇସିଆଇସିଆଇ ବ୍ୟାଙ୍କର ଷ୍ଟେଟ ଅଫ ଦ ଆର୍ଟ ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସେଣ୍ଟରରେ ୧୨୦୦ ଜଣଙ୍କୁ ନିଯୁକ୍ତି ମିଳିବ ।

ଭୁବନେଶ୍ବର: ରାଜଧାନୀର ମୈତ୍ରୀବିହାରରେ ଆଇସିଆଇସିଆଇ ବ୍ୟାଙ୍କର ଷ୍ଟେଟ ଅଫ ଦ ଆର୍ଟ ଫୋନ ବ୍ୟାଙ୍କିଙ୍ଗ ସେଣ୍ଟର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସେଣ୍ଟରରେ ୧୨୦୦ ଜଣଙ୍କୁ ନିଯୁକ୍ତି ମିଳିବ । ଏଥିରୁ ୬୦% ମହିଳା ରହିବେ ।ଏହି ବ୍ୟାଙ୍କ କୃତ୍ରିମ ବୁଦ୍ଧିମତ୍ତା ଏବଂ ରୋବୋଟିକସରେ ପରିଚାଳିତ ହେବ । ସାରା ଦେଶର ଖୁଚୁରା ଗ୍ରାହକଙ୍କ ସହ କର୍ପୋରେଟ ହାଉସ ମଧ୍ୟ ଏଠାରୁ ବ୍ୟାଙ୍କି ସେବା ପାଇପାରିବେ ।

CM Naveen

ବ୍ୟାଙ୍କିଙ୍ଗ ବ୍ୟବସ୍ଥାରେ ଏଭଳି ଆଧୁନିକ ଜ୍ଞାନେକୗଶଳ ବ୍ୟବହାର କରିଥିବାରୁ ମୁଖ୍ୟମନ୍ତ୍ରୀ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କୁ ଧନ୍ୟବାଦ ଦେଇଥିଲେ । ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ଏହି ଉଦଘାଟନୀ ଉତ୍ସବରେ ୫ଟି ସଚିବ ଭି. କେ ପାଣ୍ଡିଆନ ଉପସ୍ଥିତ ଥିଲେ । ଆଇସିଆଇସିଆଇ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ସନ୍ଦୀପ ବାତ୍ରା ଉତ୍ସବରେ ସ୍ବାଗତ ଭାଷଣ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+