ବଢିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ: ୩୫୨ରୁ ୪୫୦ ଟଙ୍କାକୁ ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱବର: ରାଜ୍ୟ ସରକାର ଆଜି ସର୍ବନିମ୍ନ ମଜୁରୀରେ ବୃଦ୍ଧି କରିଛନ୍ତି। ଏ ସଂପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏନେଇ ଘୋଷଣା କରିଛନ୍ତି । ଚାରୋଟି ବର୍ଗ ଯଥା ଅଣକୁଶଳୀ, ଅର୍ଦ୍ଧ କୁଶଳୀ, କୁଶଳୀ ଓ ଅତ୍ୟନ୍ତ କୁଶଳୀ ଶ୍ରମିକ ଏହି ନିଷ୍ପତ୍ତି ଦ୍ୱାରା ଉପକୃତ ହେବେ ।

CM Naveen Patnaik

ଅଣକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୫୨ ଟଙ୍କାରୁ ୪୫୦ ଟଙ୍କାକୁ ବୃଦ୍ଧି କରାଯାଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୩୯୨ ଟଙ୍କାରୁ ୫୦୦ ଟଙ୍କାକୁ, କୁଶଳୀ ଶ୍ରମିକ ମାନଙ୍କ ମଜୁରୀ ୪୪୨ ଟଙ୍କାରୁ ୫୫୦ ଟଙ୍କାକୁ ଏବଂ ଅତ୍ୟନ୍ତ କୁଶଳୀ ଶ୍ରମିକ ମାନଙ୍କ କ୍ଷେତ୍ରରେ ସର୍ବନିମ୍ନ ମଜୁରୀ ୫୦୨ ଟଙ୍କାରୁ ୬୦୦ ଟଙ୍କାକୁ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ସରକାରୀ ଓ ବେସରକାରୀ କ୍ଷେତ୍ରରେ କାମ କରୁଥିବା ଲକ୍ଷ ଲକ୍ଷ ଶ୍ରମିକ ଉପକାର ପାଇବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+