ଦିଲ୍ଲୀରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ ।
ନୂଆଦିଲ୍ଲୀ: ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଦିଲ୍ଲୀରେ ବିଜେଡି ସାଂସଦଙ୍କ ସହ ସହ ଭେଟି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ଯମନ୍ତ୍ରୀ । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ। ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ଦ୍ରୌପଦୀଙ୍କୁ ଭେଟିବା ପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ବୋଲି ମୁଖ୍ୟନ୍ତ୍ରୀ କହିଛନ୍ତି ।
ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ତଥା ନବ ନିର୍ବାଚିତ ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାରୁ ସାଂସଦମାନେ ମଧ୍ୟ ଏହି ଅବସରରେ ଉପସ୍ଥିତ ରହିବେ । ସୂଚନା ଥାଉକି, ରାଷ୍ଟ୍ରପତି ନିର୍ବାଚନରେ ବିଜେଡି ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ପୂର୍ଣ୍ଣ ସମର୍ଥନ କରିବା ସହ ଅନ୍ୟ ଦଳମାନଙ୍କୁ ସମର୍ଥନ କରିବା ପାଇଁ ଅପିଲ କରିଥିଲା ।
-
କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି... -
ବିଧାୟିକା ଉପାସନାଙ୍କ ଭୋଟ୍କୁ ନେଇ ନବୀନଙ୍କ ଅଭିଯୋଗ -
ଅଣ୍ଡା ପ୍ରେମୀଙ୍କ ପାଇଁ ଖୁସି ଖବର ; କମିଲା ରେଟ, ଜାଣନ୍ତୁ କେତେ? -
୨ ମାସ ତଳୁ ଯୋଜନା ପ୍ରସ୍ତୁତ ହୋଇଥିଲା, ଜିତିବା ପାଇଁ ଲଢୁଥିଲୁ;ବିଜୟ ମହାପାତ୍ର -
ଉଚ୍ଚସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ -
ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ଝଡ଼ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ -
ସାବଧାନ ! ଖାଉଛନ୍ତି କଞ୍ଚା ଆମ୍ବ ତେବେ ନିହାତି ଜାଣନ୍ତୁ ଏହି କଥା, ନଚେତ୍... -
ଯୁଦ୍ଧ ଭିତରେ ଖସିଲା ସୁନା ରୂପା ଦାମ, ଜାଣନ୍ତୁ କେତେ ? -
SCB ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨୫ ଲକ୍ଷ କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ନିର୍ବାଚନ ପୂର୍ବରୁ ମମତାଙ୍କୁ ଝଟକା, ଆକ୍ସନ ମୁଡକୁ ଆସିଲେ ନିର୍ବାଚନ କମିଶନ -
ଦିଲ୍ଲୀପ ରାୟ ନିଶ୍ଚିତ ଜିତିବେ କହିଲେ ବିଜୟ ମହାପାତ୍ର












Click it and Unblock the Notifications