ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ଏହି କଲକ୍ଲେଭ ଦ୍ୱାରା ଏବେ କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ଜାତୀୟ ଓ ବିଶ୍ୱ ବଜାରକୁ ଉନ୍ମୁକ୍ତ ହୋଇଛି ।

ଭୁବନେଶ୍ୱର: ଓଡ଼ିଶା କୃଷି କନକ୍ଲେଭ-୨୦୨୧ର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟରେ କୃଷକଙ୍କ ଆୟ ବୃଦ୍ଧି ଉପରେ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର । ଏହି କଲକ୍ଲେଭ ଦ୍ୱାରା ଏବେ କୃଷି ଓ ଆନୁସଙ୍ଗିକ କ୍ଷେତ୍ର ପାଇଁ ଜାତୀୟ ଓ ବିଶ୍ୱ ବଜାରକୁ ଉନ୍ମୁକ୍ତ ହୋଇଛି ।

Naveen Patnaik

ଚାଷୀଙ୍କ ପାଇଁ ବଜାର ସୁବିଧା ବୃଦ୍ଧି ସାଙ୍ଗକୁ ମଧ୍ୟସ୍ଥି ବ୍ୟବସ୍ଥାକୁ ଚେକ୍ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଓଡ଼ିଶାରେ ପୁଞ୍ଜିନିବେଶ ପାଇଁ ଉପଯୁକ୍ତ ବାତାବରଣ ରହିଥିବାରୁ ଜାତୀୟ ସ୍ତରର କୃଷିଭିତ୍ତିକ କମ୍ପାନୀମାନେ ଏ ଦିଗରେ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ଆହ୍ୱାନ ଦେଇଛନ୍ତି ।

ଚାଷ ଓ ଚାଷୀଙ୍କ ପାଇଁ ରାଜ୍ୟ ସରକାର ଗ୍ରହଣ କରିଥିବା ଏକାଧିକ କାର୍ଯ୍ୟକ୍ରମର ସୁଫଳ ମିଳୁଛି । ତୃଣମୂଳ ସ୍ତରରେ କୃଷି କ୍ଷେତ୍ରରେ ଉତ୍ପାଦନ ବଢୁଛି । ଏବେ ରାଜ୍ୟର ଚାଷୀମାନେ ଆଧୁନିକ ଯନ୍ତ୍ରପାତି ବ୍ୟବହାର କରିବାର ସମୟ ଆସିଛି । କ୍ରମାଗତ ପ୍ରାକୃତିକ ବିପର୍ଯ୍ୟୟ ସତ୍ତ୍ୱେ ଉତ୍ପାଦନ ଯେଭଳି ପ୍ରଭାବିତ ନହେବ ସେନେଇ ସରକାର ସବୁ ପଦକ୍ଷେପ ଗ୍ରହଣ କରାଯାଉଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+