Get Updates
Get notified of breaking news, exclusive insights, and must-see stories!

ଶନିବାର ହେବ ସମଲେଇ ପ୍ରକଳ୍ପର ଲୋକାର୍ପଣ

ସମ୍ବଲପୁର: ଶନିବାର ଅର୍ଥାତ୍ ଜାନୁଆରୀ ୨୭ ତାରିଖରେ ହେବ ସମଲେଇ ପ୍ରକଳ୍ପର ଲୋକାର୍ପଣ । ଯେଉଁଥି ପାଇଁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ ରହିବା ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ସେହିପରି ସେହିଦିନ ଚତୁର୍ଥ ଶନିବାର ପଡୁଥିବାରୁ ସମସ୍ତ ସରକାରୀ କାର୍ଯ୍ୟାଳୟ ମଧ୍ୟ ବନ୍ଦ ରହିବ ବୋଲି ସୂଚନା ରହିଛି ।

CM Naveen Patnaik

ଆସନ୍ତା ଜାନୁଆରୀ ୨୭ ଅର୍ଥାତ୍ ଶନିବାର ଦିନ ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପ୍ରକଳ୍ପର ଲୋକାର୍ପଣ କରିବା ନେଇ ସୂଚନା ରହିଛି । ସେହିପରି ଲୋକାର୍ପଣ ସମୟରେ ଯଜ୍ଞ ସହ ଚଣ୍ତିପାଠ କରାଯିବା ନେଇ ଯୋଜନା ରହିଛି । ଏହି କାର୍ଯ୍ୟକ୍ରମରେ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାର ବ୍ରାହ୍ମଣମାନେ ଏହି ଭବ୍ୟ କାର୍ଯ୍ୟକ୍ରମରେ ଯୋଗ ଦେବେ ।

ସେହିପରି ଏହି ଦିନ ସମସ୍ତ ସ୍କୁଲ, କଲେଜ ଓ ରାଜ୍ୟର ସରକାରୀ କାର୍ଯ୍ୟାଳୟ ବନ୍ଦ ରହୁଥିବାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଏହି ଲୋକାର୍ପଣ ଉତ୍ସବରେ ଯୋଗ ଦେବା ପାଇଁ କହିଛନ୍ତି ମୁଖ୍ୟମନ୍ତ୍ରୀ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+