Get Updates
Get notified of breaking news, exclusive insights, and must-see stories!

ଜୁନରେ ମେଟ୍ରୋ ଟ୍ରେନର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଓଡିଶାରେ ମେଟ୍ରୋ ଟ୍ରେନ ଚଳାଚଳ ନେଇ ନଗର ଉନ୍ନୟନ ବିଭାଗ ସଚିବଙ୍କ ସୂଚନା । ଜୁନରେ ମେଟ୍ରୋ ଟ୍ରେନର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ।

Metro Train in Odisha

ଏଥିପାଇଁ ଦିଲ୍ଲୀ ମେଟ୍ରୋ ରେଳ ନିଗମର ପରାମର୍ଶ ନିଆଯାଇଛି । ପରାମର୍ଶ ଆଧାରରେ ପ୍ରସ୍ତୁତ ହେଉଛି ଡିପିଆର । ଏହା ଏବେ ଅନ୍ତିମ ପର୍ଯ୍ୟାୟରେ ପହଞ୍ଚିଛି । କେଉଁ ରୁଟରେ ମେଟ୍ରୋ ଟ୍ରେନ୍ ଯିବ ତାହା ଚିହ୍ନଟ ହୋଇଛି ।

ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱରରୁ କଟକ ପର୍ଯ୍ୟନ୍ତ ମେଟ୍ରୋ ଟ୍ରେନ୍ ଚାଲିବ । ପରବର୍ତ୍ତୀ ସମୟରେ ଜଟଣୀ ଓ ପୁରୀକୁ ମେଟ୍ରୋ ଟ୍ରେନ୍ ଯିବା ପାଇଁ ଯୋଜନା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+