ଆଜି ପୁରୀ ଯିବେ ମୁଖ୍ୟମନ୍ତ୍ରୀ, ଶ୍ରୀମନ୍ଦିର ପରିକ୍ରମା ମାର୍ଗ ପ୍ରଦକ୍ଷିଣ କରିବେ
CM Naveen Patnaik To Visit Puri Today: ଆଜି ଅପରାହ୍ଣରେ ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁଙ୍କ ଦର୍ଶନ କରିବେ ପରେ ଶ୍ରୀଜଗନ୍ନାଖ ବଲ୍ଲଭ ପ୍ରମୋଦ ଉଦ୍ୟାନ ବୁଲି ଦେଖିବେ ମୁଖ୍ୟମନ୍ତ୍ରୀ । ସେହିପରି ଶ୍ରୀଜଗନ୍ନାଥ ସଂସ୍କୃତି ଆଧାରିତ ପ୍ରଦର୍ଶନୀ ଦେଖିବେ ମୁଖ୍ୟମନ୍ତ୍ରୀ । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ପରେ ଏହା ନବୀନଙ୍କ ପ୍ରଥମ ପୁରୀ ଗସ୍ତ ।

ସୂଚନା ଅନୁସାରେ, ଆଜି ଅପରାହ୍ନ ୪ଟା ୫୦ରେ ମୁଖ୍ୟମନ୍ତ୍ରୀ ହେଲିକପ୍ଟର ଯୋଗେ ଯାଇ ଶ୍ରୀସେତୁ ନିକଟସ୍ଥିତ ହେଲିପ୍ୟାଡରେ ଅବତରଣ କରିବେ । ସେଠାରୁ ସେ ଶ୍ରୀସେତୁ ଦେଇ ଜଗନ୍ନାଥ ବଲ୍ଲଭ ପିଲିଗ୍ରିମ ସେଣ୍ଟର ନିକଟରେ ମହାପ୍ରଭୁଙ୍କ ବେଶ ଓ ପରିକ୍ରମା ପ୍ରକଳ୍ପର ମଡେଲ ଦେଖି ଶ୍ରୀମାର୍ଗ ଦେଇ ଶ୍ରୀମନ୍ଦିର ନିକଟରେ ପହଞ୍ଚିବେ ।
More From
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications