ଆସିଲା ଏଡିଆର ରିପୋର୍ଟ, ନବୀନଙ୍କ ସମ୍ପତ୍ତି ୬୩ କୋଟି, ଜାଣନ୍ତୁ କେଉଁ ବିଧାୟକଙ୍କ ପାଖରେ ଅଛି କେତେ ଟଙ୍କା
ଭୁବନେଶ୍ୱର: ଆସୋସିଏସନ୍ ଫର ଡେମୋକ୍ରେଟିକ୍ସ ରିଫର୍ମସ (ଏଡିଆର) ରିପୋର୍ଟ ପ୍ରକାଶିତ ହୋଇଛି । ଏଥିରେ ଧନୀ ବିଧାୟକଙ୍କ ତାଲିକା ପ୍ରକାଶ ପାଇଛି । ରିପୋର୍ଟରେ କେଉଁ ବିଧାୟକଙ୍କ କେତେ ସମ୍ପତ୍ତି ରହିଛି ସେନେଇ ତାଲିକା ପ୍ରକାଶିତ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖରେ ୬୩ କୋଟି ଟଙ୍କାର ସମ୍ପତ୍ତି ରହିଛି । ରାଜ୍ୟରେ ଦୀପାଳି ଦାସ ହେଉଛନ୍ତି ସବୁଠାରୁ ଧନୀ ବିଧାୟିକା । ଝାରସୁଗୁଡା ବିଧାୟିକା ଦୀପାଳିଙ୍କ ସମ୍ପତ୍ତି ୪୦ କୋଟି । ୩୧ କୋଟି ସମ୍ପତ୍ତି ସହ ଦ୍ୱିତୀୟରେ ପାଟଣାଗଡ ବିଧାୟକ ସରୋଜ ମେହେର ।

ରାୟଗଡ ବିଧାୟକ ମକରନ୍ଦ ମୁଦୁଲିଙ୍କ ସବୁଠୁ କମ ସମ୍ପତ୍ତି । ମକରନ୍ଦଙ୍କ ସମ୍ପତ୍ତି ମାତ୍ର ୧୫ ହଜାର ଟଙ୍କା । ରାଜ୍ୟରେ ୯୫ ଜଣ ବିଧାୟକ କୋଟିପତି । ରାଜ୍ୟରେ ୧୪୬ ଜଣଙ୍କ ମଧ୍ୟରୁ ୬୫ ପ୍ରତିଶତ ଅର୍ଥାତ ୯୫ ଜଣ ବିଧାୟକ କୋଟିପତି ଥିବା ଜଣାଯାଇଛି । ଏଥିରେ ବିଜେଡିର ୧୧୧ ବିଧାୟକଙ୍କ ମଧ୍ୟରୁ ୭୭ ଜଣ, ବିଜେପିର ୨୨ ବିଧାୟକଙ୍କ ମଧ୍ୟରୁ ୯ ଜଣ, କଂଗ୍ରେସର ୮ ଜଣଙ୍କ ମଧ୍ୟରୁ ୬ ଜଣ ଓ ୪ ଜଣ ସ୍ୱାଧୀନ ବିଧାୟକଙ୍କ ମଧ୍ୟରୁ ୩ ଜଣ କୋଟିପତିଙ୍କ ସଂପତ୍ତି କୋଟିଏ ଟଙ୍କାରୁ ଅଧିକ ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications