ଆସନ୍ତାକାଲି କୋଭିଡ୍ ସ୍ଥିତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ: ଗାଁକୁ ବାହାରୁ ଆସିଥିବା ଲୋକଙ୍କ ଉପରେ ନଜର

ଆସନ୍ତକାଲି ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିବେ। ପୁଣି ଥରେ ସରପଞ୍ଚ, ୱାର୍ଡ ମେମ୍ବର, ଆଶାକର୍ମୀ ଓ ଅଙ୍ଗନବାଡିଙ୍କୁ ଦାୟିତ୍ୱ ଦିଆଯିବ । ସେମାନେ ଗାଁକୁ ବହାରରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବେ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କୋରନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଯାହା ଏବେ ଚିନ୍ତାର କାରଣ ସାଜିଛି । ଏନେଇ ଆସନ୍ତକାଲି ମୁଖ୍ୟମନ୍ତ୍ରୀ ସ୍ଥିତି ସମୀକ୍ଷା କରିବେ। ପୁଣି ଥରେ ସରପଞ୍ଚ, ୱାର୍ଡ ମେମ୍ବର, ଆଶାକର୍ମୀ ଓ ଅଙ୍ଗନବାଡିଙ୍କୁ ଦାୟିତ୍ୱ ଦିଆଯିବ । ସେମାନେ ଗାଁକୁ ବହାରରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବେ ବୋଲି କହିଛନ୍ତି SRC ପ୍ରଦୀପ ଜେନା ।

Pradeep Jena

ପ୍ରଥମେ କଟକର କଲେଜ, ଆଶ୍ରମ ଏବଂ ସ୍କୁଲରୁ କରୋନା ପଜିଟିଭ ଚିହ୍ନଟ ହେବା ପରେ ଏବେ ଭୁବନେଶ୍ୱରର XIMB କଲେଜରୁ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଜଣେ କି ଦୁଇଜଣ ନୁହେଁ । ଏକାଥରକରେ ୪୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ମିଳିଛି। ସେପଟେ ସଂକ୍ରମିତ ଚିହ୍ନଟ ହେବା ପରେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଟ୍ରାକ୍‌ ହୋଇଛି। ମୁଖ୍ୟତଃ ବାହାର ରାଜ୍ୟରୁ ଆସିଛନ୍ତି ସଂକ୍ରମିତ ହୋଇଥିବା ଛାତ୍ରଛାତ୍ରୀ।

CM Naveen

ସେପଟେ ଗାଁର କୋଭିଡ ପରିଚାଳନା କମିଟିକୁ ପୁଣି ସକ୍ରିୟ କରାଯିବ। DGଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବ୍ୟବସାୟିକ ପ୍ରତିଷ୍ଠାନ ଓ ମଲରେ କଡ଼ାକଡ଼ି ନିୟମ ପାଳନ ଉପରେ ନଜର ରଖିବାକୁ। ତେବେ ଆଗାମି ଦିନରେ ସ୍ଥିତିକୁ ନଜରରେ ରଖି ପୁଣିଥରେ ଲକଡାଉନ କି ଅନ୍ୟ ଦିଗ ଉପରେ ନିଷ୍ପତ୍ତି ନିଆଯିବ ବୋଲି SRC ପ୍ରଦୀପ ଜେନା କହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+