ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ୟୁକ୍ରେନ ଫେରନ୍ତା ଡାକ୍ତରୀ ଛାତ୍ରଙ୍କୁ ଭାରତରେ ପଢାଯାଉ

ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପ । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ୟୁକ୍ରେନରୁ ଫେରିଥିବା ଡାକ୍ତରୀ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଦକ୍ଷେପ । ସେମାନଙ୍କ ଭବିଷ୍ୟତ ଏବେ ଅନ୍ଧାର ଭିତରକୁ ଠେଲି ହୋଇଯାଉଥିବା ବେଳେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୟୁକ୍ରେନ୍‌ରୁ ଅଧାରୁ ପାଠ ଛାଡ଼ି ଆସିଥିବା ଛାତ୍ରଛାତ୍ରୀଙ୍କୁ ସହାୟତା ଦେବା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

CM Naveen

ନବୀନ ଲେଖିଥିବା ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦେଶର ଅନେକ ଛାତ୍ରଛାତ୍ରୀ ୟୁକ୍ରେନରୁ ଭାରତ ଫେରିଆସିଛନ୍ତି । ଏବେ ଏହି ୟୁକ୍ରେନ୍ ଫେରନ୍ତା ଛାତ୍ରଛାତ୍ରୀଙ୍କୁ ଭାରତରେ ପଢାଯାଉ । ଦେଶର ବିଭିନ୍ନ ମେଡିକାଲ କଲେଜରେ ସେମାନଙ୍କୁ ପାଠ ପଢିବାକୁ ସୁଯୋଗ ଦିଆଯାଉ ବୋଲି ନବୀନ ଚିଠିରେ ମୋଦୀଙ୍କୁ କହିଛନ୍ତି । ଖାଲି ସେତିକି ନୁହେଁ, ଓଡିଶା ସରକାର ମଧ୍ୟ ଏ ସମ୍ପର୍କରେ କେନ୍ଦ୍ର ସରକାରଙ୍କୁ ସମ୍ପୂର୍ଣ୍ଣ ସହଯୋଗ କରିବେ ବୋଲି ନବୀନ ଚିଠିରେ ଲେଖିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+