ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶାରେ ୭୫ଜଣ ବରପୁତ୍ରଙ୍କ ନୂତନ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ। ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରାୟ ୧୪ କୋଟି ବ୍ୟୟରେ ଓଡ଼ିଶାରେ ୭୫ ବରପୁତ୍ରଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଓ ସ୍ଥାପନ । ସମସ୍ତ କାର୍ଯ୍ୟ ଆସନ୍ତା ବର୍ଷ ଶେଷ ସୁଦ୍ଧା ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ।

CM
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+