ଦିଲ୍ଲୀରୁ ଫେରିଲେ ମୁଖ୍ୟମନ୍ତ୍ରୀ: ରାଜ୍ୟରେ ସୃଷ୍ଟି ହେବ ୯୫ ହଜାରରୁ ଅଧିକ ନିଯୁକ୍ତି

Odisha News: ୩ ଦିନିଆ ଦିଲ୍ଲୀ ଗସ୍ତ ସାରି ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦିଲ୍ଲୀରୁ ଫେରୁ ମୁଖ୍ୟମନ୍ତ୍ରୀ କହିଲେ, ୧୩ ଏମଓୟୁ, ୧୫ ନିବେଶ ପ୍ରସ୍ତାବ ଏବଂ ରାଜ୍ୟରେ ୧ ଲକ୍ଷ ୩ ହଜାରରୁ ଅଧିକ ପୁଞ୍ଜିନିବେଶ ହେବା ସହ ସୃଷ୍ଟି ହେବ ୯୫ ହଜାରରୁ ଅଧିକ ନିଯୁକ୍ତି ।

CM returns from Delhi

୩ ଦିନିଆ ଗସ୍ତ ସମୟରେ ନିବେଶକଙ୍କ ସମ୍ମିଳନୀରେ ସାମିଲ ହୋଇଥିଲେ ମୁଖ୍ୟମନ୍ତ୍ରୀ । ଏହି ଗସ୍ତ ସମୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି । ଓଡିଶାକୁ ପୁଞ୍ଜିନିବେଶ ଆସିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ୧୩ଟି ଏମ୍‌.ଓ.ୟୁ ସ୍ୱାକ୍ଷରିତ, ୧୫ଟି ନିବେଶ ପ୍ରସ୍ତାବ ରାଜ୍ୟକୁ ଆସିଛି । ସମୁଦାୟ ୧ ଲକ୍ଷ ୩ହଜାର ୯୦କୋଟି ଟଙ୍କାର ପୁଞ୍ଜିନିବେଶ ସହ ରାଜ୍ୟରେ ୯୫ ହଜାର ୯୧୫ଟି ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ଦିଲ୍ଲୀ ଗସ୍ତ ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କୁ ମଧ୍ୟ ଭେଟିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+