ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ, ଭିସିରେ ଯୋଡ଼ିହେବେ ସବୁ ଏସ୍‌ପି

ଗୁରୁବାର ପୁଣି ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସପ୍ତାହକ ମଧ୍ୟରେ ଦ୍ଵିତୀୟ ଥର ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ । ସନ୍ଧ୍ୟା ୫ଟାରେ ବସିବ ବୈଠକ । ଯେଉଁଥିରେ ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି ଉପସ୍ଥିତ ରହିବେ । ବୈଠକରେ ଆଇନ ଶୃଙ୍ଖଳା ପରିସ୍ଥିତ ନେଇ ସମୀକ୍ଷା ହେବ । ସମସ୍ତ ଜିଲ୍ଲାର ଏସ୍‌ପି ଭିସି ଜରିଆରେ ଯୋଡି ହେବେ ।

ଶନିବାର ପଶ୍ଚିମବଙ୍ଗରୁ ଫେରିବା ପରେ ଲୋକସେବା ଭବନରେ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରି ଡିଜିଙ୍କ ଉପରେ କ୍ଷୋଭ ପ୍ରକାଶ କରିଥିଲେ ମୁଖ୍ୟମନ୍ତ୍ରୀ । ତୁରନ୍ତ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ମଧ୍ୟ ମୁଖ୍ୟମନ୍ତ୍ରୀ କହିଥିଲେ । ଆଜି ପୁଣି ଥରେ ମୁଖ୍ୟମନ୍ତ୍ରୀ ବୈଠକ ଡାକିଛନ୍ତି ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+