ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ; ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ

ଆଜି ଅପରାହ୍ନ ୩ଟାରେ ପୁରୀ ଯିବେ ମୁଖ୍ୟମନ୍ତ୍ରୀ । ଆଗାମୀ ନିତିକାନ୍ତି ନେଇ କରିବେ ଆଲେଚନା । ଶ୍ରୀମନ୍ଦିର ସେବାୟତଙ୍କ ସହ ଆଲୋଚନା କାର୍ଯ୍ୟକ୍ରମ । ଶରଧାବାଲି ଅଘଟଣ ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ପୁରୀ ଗସ୍ତ ।

CM to visit Puri today at 3 pm

ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ହେରାପଞ୍ଚମୀ ନୀତି । ପରମ୍ପରା ଅନୁସାରେ ଅଭିମାନିନୀ ମହାଲକ୍ଷ୍ମୀ ଆଜି ନନ୍ଦିଘୋଷ ରଥ ଭାଙ୍ଗିବେ । ସନ୍ଧ୍ୟାରେ ଆଳତୀ ଶେଷ ପରେ ବିମାନରେ ପଟୁଆରରେ ମହାଲକ୍ଷ୍ମୀ ଶ୍ରୀମନ୍ଦିରରୁ ବାହାରି ଗୁଣ୍ଡିଚା ମନ୍ଦିର ଅଭିମୁଖେ ଯାତ୍ରା କରିବେ । ସେଠାରେ ଥିବା ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ନିକଟରେ ପହଞ୍ଚିବେ । ଏହାପରେ ପତି ସେବାୟତ ମାନେ ବନ୍ଦାପନା କରିବା ପରେ ମା ଲକ୍ଷ୍ମୀ ରଥ ଭାଙ୍ଗିବେ । ସେପଟେ ଜନ୍ମବେଦୀରେ ଚାଲିଛି ଚତୁର୍ଦ୍ଧାମୂର୍ତ୍ତିଙ୍କ ଲୀଳାଖେଳା । ମହାପ୍ରଭୁଙ୍କ ଆଡପ ଦର୍ଶନ କରି ଉତ୍ସାହିତ ହୋଇଛନ୍ତି ଶ୍ରଦ୍ଧାଳୁ । ଲମ୍ବା ବ୍ୟାରିକେଡରେ ଭକ୍ତମାନେ ଆସି ଶ୍ରଜୀଉଙ୍କ ଦର୍ଶନ କରୁଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+