୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା
୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ବୁଲି ଦେଖିବା ପରେ ମୁଖ୍ୟମନ୍ତ୍ରୀଙ୍କ ସୂଚନା। ବିଶେଷ କରି ୩ଟି ଜିଲ୍ଲାର ୮ଟି ବ୍ଲକ ପ୍ରଭାବିତ ହୋଇଛି । ବାଲେଶ୍ବର ଜିଲ୍ଲାର ୪ଟି ବ୍ଲକ ପ୍ରଭାବିତ ହୋଇଛି । ବସ୍ତା, ବାଲିଆପାଳ, ଭୋଗରାଇ, ଜଳେଶ୍ବର ପ୍ରଭାବିତ ହୋଇଛି ।ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ବ୍ଲକ୍ ପ୍ରଭାବିତ ।













Click it and Unblock the Notifications