ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ, ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ରସ୍ତାବ
ରାଜ୍ୟର ସବୁ ବନ୍ଦରରେ ରହିବ କୋଷ୍ଟ ଗାର୍ଡ। କୋଷ୍ଟ ଗାର୍ଡ ଆଇଜି ଇକବାଲ୍ ସିଂ ଚୌହ୍ବାନଙ୍କ ସୂଚନା । ଗୋପାଳପୁର ବନ୍ଦରରେ ମୁତୟନ ହେବ କୋଷ୍ଟ ଗାର୍ଡ ସିପ୍। ପାରାଦୀପ ବନ୍ଦରରେ ବଢ଼ିବ କୋଷ୍ଟଗାର୍ଡ ସିପ୍ ସଂଖ୍ୟା । ଗୋପାଳପୁର ଓ ଧାମରା ବନ୍ଦରରେ ଖୋଲିବ ଜେଟି, କୋଷ୍ଟ ଗାର୍ଡ ଶାଖା ।ଧାମରା ବନ୍ଦରରେ ରହିବ କୋଷ୍ଟ ଗାର୍ଡର ଡ୍ରୋନ୍ ୟୁନିଟ୍ । କୋଷ୍ଟ ଗାର୍ଡ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦିଆଗଲା ପ୍ରସ୍ତାବ ।

More From
-
ଭୁବନେଶ୍ୱରରେ ଐତିହାସିକ ମୁହୂର୍ତ୍ତ: କଳିଙ୍ଗ ଷ୍ଟାଡିୟମରେ ପ୍ରଥମ ଜାତୀୟ ଇନ୍ଡୋର ଆଥଲେଟିକ୍ସ ଚାମ୍ପିୟନସିପ୍-୨୦୨୬ ଉଦ୍ଘାଟିତ -
ରାମନବମୀରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରଶାସନକୁ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ ନିର୍ଦ୍ଦେଶ -
ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଅଗ୍ନି ନିରାପତ୍ତା ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ଜିଲ୍ଲାପାଳଙ୍କ ସହ ସମୀକ୍ଷା ବୈଠକ -
୨୭ ଦିନରେ ଆମେରିକା-ଇରାନ ଯୁଦ୍ଧ








Click it and Unblock the Notifications