ରାଜ୍ୟରେ ୫୮ଟି ଉପଖଣ୍ଡରେ ଶୀତଳ ଭଣ୍ଡାର ପିପିପି ମୋଡ୍‌ରେ ହେବ

୫ ବର୍ଷ ଯାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ୨୫୨ କୋଟି ବଜେଟ୍‌ ପ୍ରବଧାନ। ଗୃହରେ ଉପମୁଖ୍ୟମନ୍ତ୍ରୀ କେଭି ସିଂ ଦେଓଙ୍କ ଉତ୍ତର । ୫୮ଟି ଉପଖଣ୍ଡରେ ଶୀତଳ ଭଣ୍ଡାର ପିପିପି ମୋଡ୍‌ରେ ହେବ। ଏନେଇ ଗୋ ସୁଗମ ଆପ୍‌ରେ ୧୩ଟି ଆବେଦନ ଆସିଛି । ୩ ଆବେଦନ କାର୍ଯ୍ୟକୁ ଆଗେଇବାକୁ ଗୋ ଆହେଡ୍‌ ଦିଆଯାଇଛି । ଏଥିରୁ ପୁରୀ, ଯାଜପୁର ଓ ସୁବର୍ଣ୍ଣପୁର ଜିଲ୍ଲାର ଗୋଟେ ଲେଖାଏଁ ଅଛି ।

kanak barddhan singh deo
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+