ସାରା ରାଜ୍ୟରେ ଶୀତ ଲହରୀ, ପ୍ରବଳ ଥଣ୍ତା ସହ ଘନ କୁହୁଡିର ଆସ୍ତରଣ

Odisha Winter Update: ସାରା ରାଜ୍ୟରେ ଶୀତ ଲହରୀ ସହ ଘନ କୁହୁଡିର ଆସ୍ତରଣ ଦେଖିବାକୁ ମିଳିଛି । ଟ୍ୱିନିସିଟି କଟକ, ଭୁବନେଶ୍ୱର ପାରାଦୀପ ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ତାପମାତ୍ରା ସ୍ୱଭାବିକ ଠାରୁ କମ୍ ରହିଛି । କଟକରେ ତାପମାତ୍ରା ୧୧.୫ ଓ ଭୁବନେଶ୍ୱରରେ ୧୩ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ରାଡ୍ୟର ୧୧ ସହର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି । ଦାରିଙ୍ଗିବାଡ଼ି ଓ ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି ।

ସେହିପରି ଝାରସୁଗୁଡ଼ା ଓ ରାଉରକେଲା ସହରରେ ସବୁଠୁ ଅଧିକ ଥଣ୍ଡା ଅନୁଭୂତ ହେଉଥିବା ନେଇ ସୂଚନା ରହିଛି । ଝାରୁସୁଗୁଡ଼ାରେ ୬.୮ ଡିଗ୍ରୀ ତାପମାତ୍ରା ଏବଂ ରାଉରକେଲାରେ ସମାନ ୬.୮ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

Odisha Winter

ଫୁଲବାଣୀରେ ମଧ୍ୟ ପ୍ରବଳ ଥଣ୍ତା ନେଇ ଅସ୍ତବ୍ୟସ୍ତ ହୋଇ ପଡିଛି ଜନ ଜୀବନ । ଫୁଲବାଣୀରେ ୮.୫ ଡିଗ୍ରୀ ତାପମାତ୍ରା ରହିଥିବା ବେଳେ ଦାରିଙ୍ଗବାଡ଼ିରେ ୮.୫ ଡିଗ୍ରୀ, ଅନୁଗୁଳରେ ୯ ଡିଗ୍ରୀ, କେନ୍ଦୁଝର ୯.୨ ଡିଗ୍ରୀ, ସୁନ୍ଦରଗଡ ୯.୪ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+