Get Updates
Get notified of breaking news, exclusive insights, and must-see stories!

ସାରା ରାଜ୍ୟରେ ବଢୁଛି ଶୀତର ପ୍ରକୋପ, ୧୦ ସହରରେ ତଳ ମୁହାଁ ପାରଦ

ରାଜ୍ୟରେ ଶୀତ ସାଙ୍ଗକୁ ଘନ କୁହୁଡି । ୧୦ ଡିଗ୍ରୀ ତଳେ ୧୦ ସହରର ତାପମାତ୍ରା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ଅଧିକ ଶୀତ ହେବ । ଉପକୂଳ ଓଡ଼ିଶାରେ ଅପେକ୍ଷାକୃତ କମ ଶୀତ ରହିବ । ନୂଆବର୍ଷ ଆରମ୍ଭ ଯାଏ ଶୀତ ଜାରି ରହିବ । ସବୁଠୁ ଥଣ୍ଡା ଥିଲା ଜି. ଉଦୟଗିରି । ଏଠାରେ ପାରଦ ୪.୩ ରେକର୍ଡ କରାଯାଇଛି ।

temperatures

ଗତ କିଛି ଦିନ ହେବ କିଛି ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ହ୍ରାସ ପାଇଥିବାରୁ ଶୀତ ଅପେକ୍ଷାକୃତ ବଢିଛି । ସୁନ୍ଦରଗଡ ଜିଲ୍ଲା ବଣାଇ ଅଞ୍ଚଳରେରେ ଘନ କୁହୁଡି ସାଙ୍ଗକୁ ଶୀତ । ୭ ଡିଗ୍ରୀ ତଳେରହିଛି ପାରଦ । ଘନ କୁହୁଡ଼ି ଯୋଗୁଁ ସକାଳ ୧୦ଟା ପୂର୍ବରୁ ଘରୁ ବାହାରିବା କଷ୍ଟକର ହୋଇପଡୁଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+