ଆସନ୍ତା ଶିକ୍ଷା ବର୍ଷରେ ହେବ କଲେଜ ଛାତ୍ର ସଂସଦ ନିର୍ବାଚନ
Odisha News: ଆସନ୍ତା ଶିକ୍ଷା ବର୍ଷରେ କଲେଜ ଛାତ୍ର ସଂସଦ ନିର୍ବାଚନ ହେବ । ଏବିଭିପି କାର୍ଯ୍ୟକ୍ରମରେ ଯୋଗ ଦେଇ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୂଚନା ଦେଇଛନ୍ତି । ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ପୂର୍ବ ସରକାର କଲେଜ ଛାତ୍ର ସଂସଦ ନିର୍ବାଚନ ବନ୍ଦ କରିଥିଲେ ।

ସୂଚନା ଅନୁସାରେ,ଏବିଭିପି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଏକ ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗାମୀ ବର୍ଷଠୁ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବ । ସେହିପରି ସେ ପୂର୍ବ ସରକାରଙ୍କୁ ମଧ୍ୟ ଟାର୍ଗେଟ୍ କରିଛନ୍ତି । ସେ କହିଛନ୍ତି, ପୂର୍ବ ସରକାର ଛାତ୍ର ଶକ୍ତିକୁ ଭୟ କରି କଲେଜ ନିର୍ବାଚନ ବନ୍ଦ କରିଥିଲେ ।
ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ବହୁ ପୂର୍ବରୁ କଲେଜ ଛାତ୍ର ନିର୍ବାଚନ ଚାଲି ଆସୁଛି । ହେଲେ ପୂର୍ବ ସରକାର କାହିଁକି ଏହାକୁ ବନ୍ଦ କରିଥିଲେ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରି ନାହିଁ । କଲେଜ ନିର୍ବାଚନକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଗ୍ରୀନ ସିଗନାଲ ମିଳିବା ପରେ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଉତ୍ସାହର ମାହଲୋ ରହିଛି ।
More From
-
ଚିଠି ଗୋଟେ ଅଫିସରୁ ବସି ଟାଇପ୍ ହୋଇଛି, ଏମାନେ ଦସ୍ତଖତ କରିଛନ୍ତି ; ପ୍ରମିଳା ମଲ୍ଲିକ -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ରମେଶ ଜେନାଙ୍କ ନିଲମ୍ବନ ହଟିବ ନାହିଁ,ବିଧାୟକ ପଦ ରଦ୍ଦ ପାଇଁ ଚାର୍ଜସିଟ୍ ପ୍ରସ୍ତୁତ ହେଉଛି ; କହିଲେ ଭକ୍ତ -
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ନନ୍ଦନକାନନରେ ଜନ୍ମ ନେଲା ଲମ୍ବା ଥଣ୍ଟିଆ ଶାଗୁଣା ଛୁଆ -
ରାଜ୍ୟରେ ବଢିବ ଗ୍ରୀଷ୍ମ ପ୍ରବାହ, ଜାରି ହେଲା ହିଟ୍ୱେଭ୍ SOP -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଚାଲିପାରୁନି ବିଧାନସଭା, ଦିନ ୧ଟା ଯାଏଁ ଗୃହ ମୁଲତବି -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ରାଜ୍ୟସଭାରେ କାର୍ଯ୍ୟକାଳ ଶେଷ ହୋଇଥିବା ୫୯ ଜଣ ସଦସ୍ୟଙ୍କୁ ଆଜି ପ୍ରଦାନ କରାଗଲା ବିଦାୟ ସମ୍ବର୍ଦ୍ଧନା -
ଆଜି ମହାପ୍ରଭୁଙ୍କ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ -
ପଶ୍ଚିମ ଏସିଆ ପରିସ୍ଥିତି ନେଇ ଏହି ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ










Click it and Unblock the Notifications