ଜାତୀୟ ରାଜପଥରେ ଦୁଇ ବସ ସାମ୍ନାସାମ୍ନି ଧକ୍କା: ୧୦ ଆହତ

Accident News: ସୋନପୁର-ସମ୍ବଲପୁର ଜାତୀୟ ରାଜପଥରେ ଦୁଇ ବସ ସାମ୍ନାସାମ୍ନି ଧକ୍କା । ଏହି ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ତୁରନ୍ତ ସୋନପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି, ଚିକିତ୍ସା ଜାରି ରହିଛି । ଦୁଇ ବସର ଡ୍ରାଇଭର ମଧ୍ୟ ଆହତ ହୋଇଥିବା ନେଇ ସୂଚନା ରହିଛି ।

ACCIDENT
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+