ଭୁବନେଶ୍ୱରରେ ବେଆଇନ ସିମ୍ ବକ୍ସ,ଚଢ଼ାଉ କରି ୨ ଜଣଙ୍କୁ ଧରିଲା କମିଶନରେଟ୍ ପୋଲିସର

ଭୁବନେଶ୍ୱରରେ ବେଆଇନ ସିମ୍ ବକ୍ସ । ଚନ୍ଦ୍ରଶେଖରପୁର ଥାନା ଓ ଇନଫୋସିଟି ଥାନା ଅଞ୍ଚଳରେ ଚଢ଼ାଉ । ଚନ୍ଦ୍ରଶେଖରପୁରର ଏକ ହଷ୍ଟେଲରୁ ଠାବ ହୋଇଛି ସିମ୍ ବକ୍ସ । ୧୨ଟି ସିମ୍ ବକ୍ସ ଜବତ କରିବା ସହ ୨ଜଣ କେରଳ ଯୁବକଙ୍କୁ ଅଟକ ରଖାଯାଇଛି । ଆସାମର ସିମ ଆଣି ଚଳାଉଥିଲେ ଯୁବକ । ଭଢାରେ ରହି ସିମ୍ ବକ୍ସ ଅପରେଟ କରୁଥିବା ସୂଚନା । ଡିସିପି ଭୁବନେଶ୍ୱରଙ୍କ ନେତୃତ୍ୱରେ ଚଢାଉବେଳେ ବାଙ୍ଗଲାଦେଶରୁ ଏହି ସିମ୍ ବକ୍ସ ଆସିଥିବା ସୂଚନୂ ରହିଛି ।

SIM boxes
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+