ଚୋରି ରୋକିବାକୁ ବଡ ପଦକ୍ଷେପ ନେଲା କମିଶନରେଟ୍ ପୋଲିସ; ଏଣିକି ଆପାର୍ଟମେଣ୍ଟ ଆଗରେ ଲାଗିବ ସିସିଟିଭି

ଆପାର୍ଟମେଣ୍ଟରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବଡ଼ ପଦକ୍ଷେପ ନେଇଛି। ରାଜଧାନୀର ସବୁ ଆପାର୍ଟମେଣ୍ଟରେ ଆଇପି ବ୍ୟବସ୍ଥା ଥିବା କ୍ୟାମେରା ଲଗାଇବାକୁ ପରାମର୍ଶ ଦିଆଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୋଲିସ କମିଶନର ଏସ ଦେବଦତ୍ତ ସିଂ। ଆପାର୍ଟମେଣ୍ଟ ବାସିନ୍ଦା କଲ୍ୟାଣ ସଂଘ ପ୍ରବେଶ ଓ ପ୍ରସ୍ଥାନ ପଥରେ ଆଇପି କ୍ୟାମେରା ଲଗାଇବେ।

CCTV

ଆଇପି କ୍ୟାମେରା ତଥ୍ୟ କମିଶନରେଟ୍‌ ପୋଲିସ ପାଖରେ ରହିବ। ଜଣେ ଏସିପିଙ୍କୁ କ୍ୟାମେରା ତଥ୍ୟ ଜଣାଇବାକୁ ନିର୍ଦ୍ଧାରିତ କରିଛିପୋଲିସ। ୨୦୨୪ରେ ଟୁଇନ୍‌ ସିଟିରେ ଆପାର୍ଟମେଣ୍ଟରୁ ୬୫ଟି ଚୋରି ଅଭିଯୋଗ ହୋଇଛି। ଚୋରି ଘଟଣାରେ ୨୯ ଲୁଟେରାଙ୍କୁ କମିଶନରେଟ ପୋଲିସ ଗିରଫ କରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+