ବଢ଼ିପାରେ ସାପ କାମୁଡ଼ା, ବଜ୍ରପାତ ଓ ପାଣିରେ ବୁଡ଼ି ମୃତ୍ୟୁ କ୍ଷତିପୂରଣ

: ସାପ କାମୁଡ଼ା, ବଜ୍ରପାତ ଓ ପାଣିରେ ବୁଡ଼ି ମୃତ୍ୟୁରେ ବଢ଼ିପାରେ କ୍ଷତିପୂରଣ । ଏ ନେଇ କେନ୍ଦ୍ରକୁ ସୁପାରିଶ କରିଛନ୍ତି ରାଜ୍ୟ ସରକାର । ବର୍ତ୍ତମାନ ସାପକାମୁଡ଼ା, ବଜ୍ରପାତ ଓ ପାଣିରେ ବୁଡି ମୃତ୍ୟୁରେ ୪ ଲକ୍ଷ ଟଙ୍କାର କ୍ଷତିପୂରଣ ମିଳୁଛି ।

pujari

ଏହା କିନ୍ତୁ ପର୍ଯ୍ୟାପ୍ତ ହେଉ ନାହିଁ । ତେଣୁ ଏହାକୁ ବୃଦ୍ଧି କରିବାକୁ ସୁପାରିଶ କରାଯାଇଛି ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+